www.samajalive.in
Friday, December 12, 2025
15.1 C
Bhubaneswar

ଅମିନଙ୍କୁ ନିଲମ୍ବନ, ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ

ରେଢ଼ାଖୋଲ: ଜିଲା ପରିଷଦଙ୍କୁ ତହସିଲଦାର ଓ ଅମିନଙ୍କୁ ଦୁର୍ବ୍ୟବହାର ଘଟଣାରେ ଅମିନଙ୍କୁ ନିଲମ୍ବନ ସହ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।  ଉପଜିଲାପାଳଙ୍କ ତଦନ୍ତ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମ୍ବଲପୁର ଜିଲାପାଳ ଅମିନ କୁଳମଣି ନାଏକଙ୍କୁ ନିଲମ୍ବନ  ସହ ତହସିଲଦାରଙ୍କୁ କାରଣଦର୍ଶାଅ ନୋଟିସ ଜାରି କରିଛନ୍ତି। ଗତ ୧୩ ତାରିଖରେ ତହସିଲ କାର୍ଯ୍ୟାଳୟରେ ତହସିଲଦାର ଓ ଅମିନ ଜିଲା ପରିଷଦଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories