www.samajalive.in
Friday, December 12, 2025
16.1 C
Bhubaneswar

ରାଧାକୃଷ୍ଣ ଯୁବକ ସଙ୍ଘ ପକ୍ଷରୁ ରାହାସ ପୂଜା

ପାଟଣା: ପାଟଣା ବ୍ଲକ ଚାକୁଣ୍ଡାପାଳ ଗ୍ରାମ ପଞ୍ଚାୟତର ଜଡିଚାତର ଗ୍ରାମରେ ରାଧାକୃଷ୍ଣ ଯୁବକ ସଂଘ ଦ୍ୱାରା ଗ୍ରାମରେ ରାହାସ ପୂଜା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜକ ନୁନ୍ଦୁ ତ୍ରିପାଠୀଙ୍କ ଦ୍ୱାରା ପୂଜା କାର୍ଯ୍ୟ ସମ୍ପାଦନ କରାଯାଇଥିବା ବେଳେ ସଂକଳ୍ପରେ ପୂର୍ଣଚନ୍ଦ୍ର ନାଏକ ସସ୍ତ୍ରିକ ଥିଲେ। ସହଯୋଗୀ ବନମାଳୀ ନାଏକ ଓ କେଶବ ନାଏକ ଉପସ୍ଥିତ ଥିବା ବେଳେ ଯୁବକ ସଂଘର ସଭାପତି ତପନ କୁମାର ନାଏକ ଓ ସମ୍ପାଦକ ପପୁନ କୁମର ନାଏକ ଏବଂ ଯୁବକ ସଂଘ ର ସଦସ୍ୟ ଓ ଗ୍ରାମର ମା ମାଉସୀ ଭାଇ ଭଉଣୀ ଉପସ୍ଥିତ ରହି ପୂଜାକାର୍ଯ୍ୟ ସମ୍ପାଦନ କରିଥିଲେ। ଶେଷରେ ଭଜନ କୀର୍ତନ କରି ପ୍ରସାଦ ସେବନ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories