www.samajalive.in
Wednesday, December 10, 2025
26.1 C
Bhubaneswar

ବାଣୀବିହାର ରେଳ ଷ୍ଟେସନ ଧାରଣା ପାଖରୁ ମୃତଦେହ ଜବତ

ଭୁବନେଶ୍ଵର: ବାଣୀବିହାର ରେଳ ଷ୍ଟେସନ ନିକଟ ରେଳଧାରଣା ପାଖରୁ ଏକ ମୃତଦେହ ଜବତ ହୋଇଛି। ମୃତଦେହର ଅନେକ ସ୍ଥାନରେ କ୍ଷତିଚିହ୍ନ ରହିଥିବା ଦେଖିବାକୁ ମିଳିଛି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି।

ସୂଚନା ଅନୁସାରେ, ରେଳ ଧାରଣା ପାଖରେ ଏକ ମୃତଦେହ ପଡ଼ିଥିବା ନେଇ ସ୍ଥାନୀୟ ଲୋକେ ଦେଖିଥିଲେ। ଏହା ପରେ ସେମାନେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତଦେହରେ ଅନେକ କ୍ଷତଚିହ୍ନ ଥିବାରୁ ସନ୍ଦେହ ସୃଷ୍ଟି ହୋଇଛି।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories