www.samajalive.in
Monday, December 15, 2025
26.1 C
Bhubaneswar

ଯାତ୍ରା ପାର୍ଟି ଗାଡି ଓଲଟି ୪ ଗୁରୁତର

କରଞ୍ଜିଆ : ଯାତ୍ରା ପାର୍ଟି ଗାଡି ଓଲଟି ୪ ଜଣ ଗୁରୁତର ହୋଇଛନ୍ତି । ପାଟଣା ଥାନା ମାଛଗୋଡ ନିକଟରେ ଯାତ୍ରା ପାର୍ଟି କାର୍ ଭାରସାମ୍ୟ ହରାଇ ଓଲଟି ପଡିବାରୁ ୪ ଜଣ ଗୁରୁତର ହୋଇଛନ୍ତି ।  ଗୁରୁତର କଳାକାର ରାଜନନ୍ଦିନୀ ଯାତ୍ରା ପାର୍ଟିର କଳାକାର ବୋଲି ଜଣାପଡିଛି । ସମସ୍ତେ ରାସ ପୂର୍ଣ୍ଣିମା ପାଇଁ ଗୋରାସ ଗାଁକୁ ଯାତ୍ରା ପରିବେଷଣ ପାଇଁ ଆସିବା ସମୟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆଗାମୀ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories