www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ.. ୬୭ ବର୍ଷ ବୟସରେ କଟକର ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ସୂଚନା..

ସମୀର ଦେ’ଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ଅନେକ ବିଶିଷ୍ଟ ବ୍ୟକ୍ତିତ୍ଵ.. ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦେଶ..

- Advertisement -

ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍‌.. ଗତକାଲି ଆପ୍‌ରୁ ଦେଇଥିଲେ ଇସ୍ତଫା..

ଜାନୁଆରୀ ଶେଷସୁଦ୍ଧା ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି.. ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା..

ବ୍ରହ୍ମପୁର ଡିଭିଜନର ଓଡ଼ିଶା ଷ୍ଟେଟ ପୁଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେସନ ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ.. ବ୍ରହ୍ମପୁର ସମେତ ୪ଟି ସ୍ଥାନରେ ରେଡ୍..

ଏପଟେ କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍.. ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ.. ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ଵାଟର୍ସ ସମେତ ଏକକାଳୀନ ୧୦ଟି ସ୍ଥାନରେ ଚଢାଉ..

ଦିଲ୍ଲୀରେ ଭୟଙ୍କର ବାୟୁ ପ୍ରଦୂଷଣ.. ଅତି ଖରାପ ସ୍ଥିତିରେ ଏକ୍ୟୁଆଇ.. ଆଜି ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ ଗ୍ରେଡ୍-୪ କଟକଣା.. ୧୦ମ ଏବଂ ଦ୍ଵାଦଶ ଶ୍ରେଣୀ ବ୍ୟତୀତ ସବୁ କ୍ଲାସ୍ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ..

 

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories