www.samajalive.in
Saturday, December 13, 2025
21.1 C
Bhubaneswar

ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ବର: ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ କନ୍ଧମାଳ ଜିଲା ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ କଲେଜ ଅଣାଯାଇଥିଲା। ପୂର୍ବରୁ ଏମକେସିଜିରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି।  କଟକ ଏସସିବିରେ ଏବେ ବି ଜଣେ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories