www.samajalive.in
Sunday, December 14, 2025
26.1 C
Bhubaneswar

ସମୁଦ୍ରରେ ବୁଡି ଯୁବକ ନିଖୋଜ

ପୁରୀ : ପୁରୀ ସମୁଦ୍ରରେ ବୁଡି ଯୁବକ ନିଖୋଜ । ସମୁୁଦ୍ରରେ ଗାଧୋଇବା ବେଳେ ମଙ୍ଗଳବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଦିଗବାରେଣୀ ଛକ ନିକଟ ସମୁଦ୍ରରେ ଗାଧୋଇବା ବେଳେ ଏହି ଅଘଟଣ ଘଟିଛି । ନିଖୋଜ ଯୁବକ ଜଣକ ଯାଜପୁର ବିଞ୍ଝାରପୁର ଉତ୍ତମପୁର ଗାଁର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅଗ୍ନିଶମ ବାହିନୀ ଯୁବକଙ୍କୁ ଖୋଜାଖୋଜି କରୁଛନ୍ତି । ସେ ସାଙ୍ଗ ମାନଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ । ଗାଧୋଇବା ବେଳେ ସମୁଦ୍ରରେ ନିଖୋଜ ହୋଇ ଯାଇଛନ୍ତି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

 

- Advertisement -

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories