www.samajalive.in
Sunday, December 7, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୁଣି ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି..

କ୍ୟାପିଟାଲ୍‌ ହସ୍‌ପିଟାଲରେ ବଢ଼ିବ ଆଇସିୟୁ ଶଯ୍ୟା.. ରୋଗୀ ପାଇବେ ଉନ୍ନତ ଚିକିତ୍ସା.. ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସୂଚନା..

- Advertisement -

ଦିଲ୍ଲୀରେ କୃତ୍ରିମ ବର୍ଷା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ..

ଶିଶୁପୁତ୍ରକୁ ମାରି ନିଜ ମାଆ ଓ ବାପା ପୋତି ଦେଇଥିବା ଅଭିଯୋଗ.. ଚୌଦ୍ବାର ଥାନା ଅନ୍ତର୍ଗତ ବ୍ୟାଘ୍ର ବାହିନୀ ଆଦିବାସୀ ସାହିରେ ଅଭାବନୀୟ ଘଟଣା..

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ.. ୨୩ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗର ଅନୁମାନ..

ରାଜ୍ୟରେ ତଳ ମୁହାଁ ହେଊଛି ରାତି ତାପମାତ୍ରା.. ବିଭିନ୍ନ ସ୍ଥାନରେ ବଢିଲାଣି ଶୀତ, ଆସନ୍ତା ୨୧ ତାରିଖ ଯାଏଁ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ, କନ୍ଧମାଳ ସମେତ କଳାହାଣ୍ଡିର କେତେକ ସ୍ଥାନରେ ଘନ କୁହୁଡିର ଆସ୍ତରଣ ରହିବା ସମ୍ଭାବନା..

ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ ଘୋଷଣା କଲେ ମୁଖ୍ୟମନ୍ତ୍ରୀ.. ପ୍ରବଳ ପ୍ରଦୂଷଣ ଯୋଗୁଁ ବନ୍ଦ ନିଷ୍ପତ୍ତି.. ଅନଲାଇନରେ ହେବ ପାଠପଢା.. ଦିଲ୍ଲୀ ବିଶ୍ଵ ବିଦ୍ୟାଳୟରେ ମଧ୍ୟ ଅନଲାଇନରେ ହେବ ପାଠପଢା..

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ନାୟକ ଗିରଫ.. ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ.. ସୋମବାର ବିଭିନ୍ନ ଜାଗାରେ ଚଢାଉ ହୋଇଥିଲା.. ଚଢାଉରେ ୩ଟି ବହୁତଳ କୋଠା, ୧୩ଟି ପ୍ଲଟ୍ ଠାବ ହୋଇଥିଲା..

ଗିରଫ ହେଲେ ଓପିଏଚଡବ୍ଲ୍ୟୁସିର ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ୍ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା.. ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ.. ଭୁବନେଶ୍ଵରରେ ୩ ମହଲା କୋଠା, ୫ଟି ବହୁମୂଲ୍ୟ ପ୍ଲଟ୍ , ୮୭୦ ଗ୍ରାମ୍ ସୁନା , ୧୩.୪୭ ଲକ୍ଷ ଟଙ୍କା, ୧.୮୪ କୋଟି ଡିପୋଜିଟ୍ ଠାବ..

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories