www.samajalive.in
Friday, December 12, 2025
15.1 C
Bhubaneswar

ଆଉ ଦିନକ ପାଇଁ ବଢିଲା କଟକ ବାଲିଯାତ୍ରା ଅବଧି

କଟକ : ଆଉ ଗୋଟିଏ ଦିନ ପାଇଁ କଟକ ବାଲିଯାତ୍ରା ଅବଧି ବଢିଛି । ନଭେମ୍ବର ୧୫ରୁ ଆୟୋଜିତ ବାଲିଯାତ୍ରା ନବମ ଦିନରେ ଉଦଯାପନ ହେବ । ନଭେମ୍ବର ୨୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ବାଲିଯାତ୍ରା ୨୩ ତାରିଖରେ ଉଦଯାପିତ ହେବ । ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ଆଉ ଦିନକ ପାଇଁ ଅବଧି ବୃଦ୍ଧି କରିବା ନେଇ ଘୋଷଣା କରିଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories