www.samajalive.in
Sunday, December 7, 2025
14.1 C
Bhubaneswar

ଘରୋଇ କଳହରୁ ସ୍ତ୍ରୀକୁ ଛୁରାମାଡ ଅଭିଯୋଗ

ବାରିପଦା : ଘରୋଇ କଳହରୁ ସ୍ବାମୀ ସ୍ତ୍ରୀକୁ ଛୁରାମାଡ କରିଥିବା ଅଭିଯୋଗ ହୋଇଛି। ବାଙ୍ଗିରିପୋଷି ଥାନା ନିଶ୍ଚିନ୍ତାସିରାସାହିରେ ଏପରି ଅଭାବନୀୟ କାଣ୍ଡ ଘଟିଛି। ଅଭିଯୁକ୍ତ ସ୍ବାମୀ ଛୁରାମାଡ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ଗୁରୁତର ମହିଳାଙ୍କୁ ଉଦ୍ଧାର କରାଯାଇ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏନେଇ ମହିଳାଙ୍କ ବାପଘର ପକ୍ଷରୁ ଥାନାରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ କରାଯାଇଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories