www.samajalive.in
Saturday, December 6, 2025
26.1 C
Bhubaneswar

ବଡ ଖବର; ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା, ଜାନୁଆରୀ, ଫେବୃଆରୀ ମିଳିବ ୨ୟ କିସ୍ତି..

ଭୁବନେଶ୍ୱର : ‘ସୁଭଦ୍ରା’ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ। ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୨୪ ତାରିଖ ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା ୮୦ ଲକ୍ଷ ଟପିବ। ବାଦ ପଡିଥିବା ୨ ଲକ୍ଷ ୬୭ ହଜାର ଆବେଦନର ଆଜି ସମୀକ୍ଷା ହେବ। ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗିଲ ଆକାଉଣ୍ଟ ଦେବାକୁ ଅପିଲ୍‌ କରୁଛି। ଗୋଟିଏ ନମ୍ବରରେ ଏକାଧିକ ଆକାଉଣ୍ଟ ଥିବାରୁ ଟିକେ ସମସ୍ୟା ହେଉଛି। ବଳକା ହିତାଧିକାରୀ ଜାନୁଆରୀ ଓ ଫେବୃଆରୀରେ ଟଙ୍କା ପାଇବେ। ଜାନୁଆରୀ, ଫେବୃଆରୀର ଆବେଦନକାରୀ ଏକାଥରେ ୨ଟି କିସ୍ତି ଟଙ୍କା ପାଇବେ । ଏଯାବତ୍‌ ୧ କୋଟି ୧୬ ଲକ୍ଷ ମହିଳା ସୁଭଦ୍ରା ଯୋଜନା ଆବେଦନ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

୨୦୨୫ରେ ରାହୁ ଓ କେତୁ ଚଳନ; ଏହି ୫ ରାଶି ପାଇବେ ରାଜା ଭଳି ଜୀବନ, ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

- Advertisement -

 

 

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories