www.samajalive.in
Monday, December 15, 2025
17.1 C
Bhubaneswar

ବୈକୁଣ୍ଠଧାମ ଆଶ୍ରମ ଭାଙ୍ଗିବା ଆଦେଶ ଉପରେ ରହିତାଦେଶ ଦେଲେ ହାଇକୋର୍ଟ

କଟକ : ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ ଦେଲେ ଓଡ଼ିଶା ହାଇକୋର୍ଟ । ଡିସେମ୍ବର ୧୨ ତାରିଖ ଯାଏଁ ରହିତାଦେଶ ଦେଇଛନ୍ତି ହାଇକୋର୍ଟ। ଅର୍ଥାତ୍ ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ। ଆଶ୍ରମ ଭାଙ୍ଗିବାକୁ ବିଡିଏ ଘୋଷଣା କରିଥିଲା । ଆଶ୍ରମ ଭଙ୍ଗା ଆଦେଶକୁ ଚ୍ୟାଲେଞ୍ଜ କରି ଆଶ୍ରମ କର୍ତ୍ତୃପକ୍ଷ ହାଇକୋର୍ଟ ଯାଇଥିଲେ । ହାଇକୋର୍ଟ ଏହି ଆଦେଶ ଉପରେ ରହିତାଦେଶ ଶୁଣାଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories