www.samajalive.in
Tuesday, December 9, 2025
17.1 C
Bhubaneswar

୩୦ ବର୍ଷ ପରେ ଏକାଠି ହେବ ଶୁକ୍ର-ଶନି; ଏହି ରାଶିଙ୍କୁ ହଠାତ୍‌ ମିଳିବ ଧନ, ହେବେ ଭାଗ୍ୟଶାଳୀ, ହେବ ବିବାହ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ର ଗ୍ରହଙ୍କୁ ଧନ-ବୈଭବ ଓ ସୌନ୍ଦର୍ଯ୍ୟର ସ୍ୱାମୀ ବୋଲି ମାନ୍ୟତା ରହିଛି । ସେହିପରି ଶନି ଦେବ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି । ଜ୍ୟୋର୍ତିବିଦ୍‌ଙ୍କ ମତାନୁସାରେ ଶୁକ୍ର ଓ ଶନି ଗ୍ରହଙ୍କ ମଧ୍ୟରେ ମିତ୍ରତାର ଭାବ ରହିଥାଏ । ଏହି ୨ ଶକ୍ତିଶାଳୀ ଗ୍ରହ ଚଳିତ ବର୍ଷ ୨୮ ଡିସେମ୍ବରରେ କୁମ୍ଭ ରାଶିରେ ଏକାଠି ହେବାକୁ ଯାଉଛନ୍ତି । ଏହାଦ୍ୱାରା କିଛି ରାଶି ବ୍ୟକ୍ତି ବିଶେଷଙ୍କୁ ହଠାତ୍‌ ଧନ ପ୍ରାପ୍ତି ହେବା ସହ ଭାଗ୍ୟ ଚମକିବ । ଉନ୍ନତି ହେବ । ଜାଣନ୍ତୁ..

ମେଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଖୁବ୍‌ ଖୁସି ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯାତ୍ରା କରିବାର ଯୋଗ ରହିଛି । କର୍ମକ୍ଷେତ୍ରରେ ଖୁବ୍‌ ଉନ୍ନତି ହେବ ।

- Advertisement -

ମିଥୁନ- ଶୁକ୍ର ଓ ଶନି ଏକାଠି ହେବା ଦ୍ୱାରା ମିଥୁନ ରାଶି ବ୍ୟକ୍ତି ବିଶେଷଙ୍କୁ ଖୁବ୍‌ ଲାଭ ମିଳିବ । ଭାଗ୍ୟର ସମ୍ପୂର୍ଣ୍ଣ ସହଯୋଗ ମିଳିବ । ଛାତ୍ରଛାତ୍ରୀଙ୍କୁ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଅଟକି ଥିବା କାମ ପୂରା ହେବ ।

୨୦୨୫ରେ ରାହୁ ଓ କେତୁ ଚଳନ; ଏହି ୫ ରାଶି ପାଇବେ ରାଜା ଭଳି ଜୀବନ, ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

କୁମ୍ଭ- ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଶୁଭଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ର ଓ ବ୍ୟବସାୟରେ ଖୁବ୍‌ ଲାଭ ମିଳିବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories