www.samajalive.in
Sunday, December 7, 2025
26.1 C
Bhubaneswar

ବଣୁଆ ହାତୀ ଆକ୍ରମଣରେ ଜଣେ ମୃତ

ସମ୍ବଲପୁର : ସମ୍ବଲପୁର ଜିଲା ପଡିଆବାହାଲ ବନାଞ୍ଚଳ ଅନ୍ତର୍ଗତ ଜାମଲୋଇ ଗ୍ରାମ ନୂଆବନ୍ଧ ନିକଟରେ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।ହାତୀ ଆକ୍ରମଣରେ ଜାମଲୋଇ ଗ୍ରାମର ୩୮ ବର୍ଷିୟ ପୁର୍ଣ୍ଣଚନ୍ଦ୍ର ଦେହୁରୀଙ୍କ ମୃତ୍ୟୁ ହୋଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଗତ ଗୁରୁବାର ବିଳମ୍ବିତ ରାତିରେ ଜାମଲୋଇ ଗ୍ରାମ ପଟକୁ ବଣୁଆ ହାତୀପଲ ଆସିଥିବା ସୂଚନା ମିଳିବା ପରେ ଗ୍ରାମବାସୀ ମାନଙ୍କ ସ‌ହ ପୁର୍ଣ୍ଣଚନ୍ଦ୍ର ମଧ୍ୟ ହାତୀ ଘଉଡ଼ାଇବା ପାଇଁ ଯାଇଥିବା ବେଳେ ତାଙ୍କର ଆଉ କୋୖଣସି ସନ୍ଧାନ ମିଳିନଥିଲା। ତେବେ ଶୁକ୍ରବାର ସକାଳ ୬ଟା ସମୟରେ ତାଙ୍କ ମୃତଦେହ ଜାମଲୋଇ ଗ୍ରାମ ନୂଆବନ୍ଧ ନିକଟରେ ପଡ଼ିଥିବା ଅଞ୍ଚଳବାସିନ୍ଦା ଦେଖିଥିଲେ। ବଣୁଆ ହାତୀ ତାଙ୍କୁ ଆକ୍ରମଣ କରି ଦଳି ଦେଇଥିବାରୁ ତାଙ୍କ ମୃତ୍ୟୁ ହୋଇଛି।

୩୦ ବର୍ଷ ପରେ ଏକାଠି ହେବ ଶୁକ୍ର-ଶନି; ଏହି ରାଶିଙ୍କୁ ହଠାତ୍‌ ମିଳିବ ଧନ, ହେବେ ଭାଗ୍ୟଶାଳୀ, ହେବ ବିବାହ..

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories