www.samajalive.in
Monday, December 8, 2025
13.1 C
Bhubaneswar

ଟ୍ରକ୍ ଧକ୍କାରେ ୩ ମୃତ

ଜୟପୁର : ବାଇକରେ ଯିବାବେଳେ ଏକ ଟ୍ରକ୍ ଧକ୍କା ଦେବାରୁ ବାଇକରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ସଦର ଥାନା ଜାତୀୟ ରାଜପଥ ୨୬ ଜବାକନାଡି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଜଣେ ଗୁରୁତରଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି । ମୃତାହତଙ୍କ ପରିଚୟ ମିଳିନି । ଗୋଟିଏ ବାଇକରେ ୪ ଜଣ ଯିବାବେଳେ ଏହି ଦୁର୍ଘଟଣା ଘଟିଛି ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories