www.samajalive.in
Sunday, December 14, 2025
19.1 C
Bhubaneswar

କାରକୁ ପିଟିଲା ଟ୍ରକ୍, ଭିଡିଓ ଦେଖିଲେ ହେବେ ଚକିତ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଅନେକ ସମୟରେ ସଡକ ଦୁର୍ଘଟଣାର ଭିଡିଓ ଭାଇରାଲ ହୋଇଥାଏ । ଏମିତି ଏକ ଭିଡିଓ ଏବେ ସାମ୍ନାକୁ ଆସିଛି । ଭାଇରାଲ ଭିଡିଓଟି ଅତି ହୃଦୟ ବିଦାରକ ନଜର ଆସୁଛି । ଏଥିରେ ଏକ ଏସୟୁଭି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି ।

- Advertisement -

ଭିଡିଓରେ ଦେଖାଯାଉଛି କି ରାସ୍ତାରେ ଏକ କାର୍ ପଛୁଆ ଯାଉଛି । ଚାଳକ ଧିରେ ଧିରେ ଗାଡିକୁ ପଛକୁ ନେଉଛନ୍ତି । ଏହି ସମୟରେ ଏକ ଟ୍ରକ୍ ଅଚାନକ ଦ୍ରୁତ ଗତିରେ ଆସି ଗାଡିକୁ ଧକ୍କା ଦେଇ ଘୋଷାଡି ନେଉଛି । ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଉଛି। ଭିଡିଓଟି କେଉଁଠାର ସେନେଇ କୌଣସି ସୂଚନା ମିଳିନି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories