www.samajalive.in
Sunday, December 14, 2025
19.1 C
Bhubaneswar

ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ୪୩ ତମ ବିଶ୍ବ କବି ସମ୍ମିଳନୀ ଅବସରରେ ୱାର୍ଲ୍‍ଡ ଏକାଡେମୀ ଅଫ୍‍ ଆର୍ଟ ଆଣ୍ଡ କଲଚର (ଡବ୍ଲୁଏଏସି) ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନ ଓ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି। ମଦୁରାଇରେ ଅନୁଷ୍ଠିତ ୱାର୍ଲଡ୍‍ ପୋଏଟ କଂଗ୍ରେସର ୪୩ତମ ସଂସ୍କରଣ ଉଦ୍‍ଘାଟନ ଉତ୍ସବରେ ଧର୍ମଗୁରୁ ଥାଭାଥିରୁ କୁନ୍ଦ୍ରାକୁଡ଼ି ପୋନାମବାଲା ଆଡ଼ିଗଲା ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି।

ଏହା ସହିତ କଳା, ସାହିତ୍ୟ ଓ ସଂସ୍କୃତିର ବିକାଶ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରୀ ସାମନ୍ତଙ୍କୁ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ସେତୁ ଭାସ୍କର ଗ୍ରୁପ୍‍ର ଅଧ୍ୟକ୍ଷ ଡ. ସେତୁ କୁମାନନ ପ୍ରଦାନ କରିଛନ୍ତି। ତାଙ୍କୁ ୱାର୍ଲଡ୍‍ ପୋଏଟ କଂଗ୍ରେସର କାର୍ଯ୍ୟକାରିଣୀ ବୋର୍ଡ ସଦସ୍ୟ ମନୋନୀତ କରାଯାଇଛି। ଏହି ସମ୍ମାନ ଅଧିକ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥିବା ଶ୍ରୀ ସାମନ୍ତ କହିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories