www.samajalive.in
Sunday, December 7, 2025
15.1 C
Bhubaneswar

ସପ୍ତାହ ଆରମ୍ଭରୁ ଆର୍ଥିକ ଦୃଷ୍ଟିରୁ ଫିଟିବ ୫ରାଶିର ଭାଗ୍ୟ

ମେଷ:ଶତ୍ରୁ ଯେତେ ବଳବାନ ହେଉନା କାହିଁକି ତା’ ଉପରେ ବିଜୟ ହାସଲ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।
ବୃଷ: ବକ୍ତୃତା ପ୍ରତିଯୋଗିତା ପାଇଁ ପୂର୍ବ ପ୍ରସ୍ତୁତି ସ୍ବରୂପ ଉପାଦେୟ ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପ୍ରତ୍ୟେକ କ୍ଷେତ୍ରରେ ପତ୍ନୀ ପ୍ରେରଣାଦାୟୀକା ହେବେ।
ମିଥୁନ : ପରିଶ୍ରମ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତାର ସୁପରିଚାଳନା କରି ପ୍ରଶଂସାର ପାତ୍ର ହେବା ସହିତ ଖୁବ୍‌ଶୀଘ୍ର ଉଚିତ ପ୍ରାପ୍ୟ ପାଇବେ। ଯାନବାହନ ସୁଖ ମିଳିବ।

କର୍କଟ:ବିଭିନ୍ନ ସ୍ତରରୁ ଅର୍ଥାପ୍ରାପ୍ତ ହୋଇ ଆର୍ଥିକ ସ୍ଥିତିକୁ ଦୃଢ଼ କରିପାରେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୁଳ ରହିଛି। ଦେବଦର୍ଶନରେ ସମସ୍ତ ଅଭିଷ୍ଟର ବିଲୁପ୍ତି ଘଟିବ। ଅଶାନ୍ତି ଦୂର ହେବ ଓ ଶାନ୍ତିର ଫେରିବ।
ସିଂହ:ରକ୍ଷଣଶୀଳ ଓ ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ବିବିଧ ଉପାୟରେ ଧନ ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିମାନ ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

- Advertisement -

କନ୍ୟା:ଧନବାନ୍‌ ହେବେ। ଭାଗ୍ୟର ଅଧିକାରୀ ହୋଇପାରନ୍ତି। ଉପାର୍ଜନ ବୃଦ୍ଧି ହେବ। ଶକ୍ତିମାନ ହେବେ। ଶାରୀରିକ ଗଠନ ସୌନ୍ଦର୍ଯ୍ୟପୂର୍ଣ୍ଣ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉନ୍ନତ ହେବ।
ତୁଳା : ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। କର୍ମ ଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିବେ। ବିବାଦରେ ଭାଗ ନ ନେଇ ନିରବ ଦର୍ଶକ ସାଜିବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ହୋଇପାରେ।
ବିଛା: ଜ୍ଞାନ ପିପାସୁ ହେବେ। ସତ୍‌କର୍ମରେ ନିଜକୁ ନିୟୋଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମ ଚଞ୍ଚଳ ରହିବେ।
ଧନୁ : କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ବିଭିନ୍ନ ସ୍ତରରୁ ଧନାଲାଭ ହୋଇ ଆର୍ଥିକ ସ୍ଥିତିକୁ ଦୃଢ଼ କରିବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ମକର: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଆଶ୍ରିତ ଓ ଅନୁଗତଙ୍କର ନମସ୍ୟା ହୋଇପାରନ୍ତି। ବିବାଦରେ ବିଜୟୀ ହେବେ।

କୁମ୍ଭ :ଆଜି ସାରାଦିନ ଆପଣଙ୍କୁ ସତର୍କ ରହିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀମାନେ କରଛଡ଼ା ଦେଇପାରନ୍ତି। ଯାନବାହନ ଚଳାଚଳରେ ସତର୍କ ରହିବେ। ଜଳଯାତ୍ରା ନକରିବା ଭଲ।
ମୀନ : ଆଜି ଦିନଟି ଆପଣଙ୍କର ଅତ୍ୟନ୍ତ ଆନନ୍ଦଦାୟକ ହେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଅମୃତ ତୁଲ୍ୟ ଭୋଜନ ପାଇ ପରିତୃପ୍ତି ଲାଭ କରିବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories