www.samajalive.in
Sunday, December 14, 2025
26.1 C
Bhubaneswar

ବାଲିଗୁଡ଼ା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଜଣଙ୍କୁ ଆଜୀବନ ଜେଲ୍

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ବାଲିଗୁଡ଼ା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ। ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ। ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ୍ ୪ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷାରେ କୋର୍ଟରେ ହାଜର କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories