www.samajalive.in
Saturday, December 13, 2025
26.1 C
Bhubaneswar

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ଵରରେ ହେବାକୁ ଥିବା ଡିଜିପି କନଫରେନ୍ସକୁ ଆସି ଓଡ଼ିଶାରେ ୩ ଦିନ ରହିବେ ପ୍ରଧାନମନ୍ତ୍ରୀ ମୋଦୀ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ୨୯ ତାରିଖରେ ଓଡ଼ିଶା ଆସି ୩୦ ଓ ୧ ତାରିଖରେ କନଫରେନ୍ସରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଲୋକସେବା ଭବନ କନ୍‌ଫରେନ୍ସ ହଲରେ ନଭେମ୍ବର ୨୯ରୁ ଆରମ୍ଭ ହେବ ଏହି ୩ ଦିନିଆ କନଫରେନ୍ସ। ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୁଲିସ୍ ଡିଜି କନଫରେନ୍ସ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories