www.samajalive.in
Monday, December 8, 2025
24.1 C
Bhubaneswar

ଶୀତ ଅଧିବେଶନ: ଆରମ୍ଭରୁ ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ବର : ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଗୃହକାର୍ଯ୍ୟ ଆରମ୍ଭ ପୂର୍ବରୁ  ଦିବଂଗତ ନେତା ଓ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହେଲେ ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭ ହେବା ପୂର୍ବରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। କଂଗ୍ରେସ ଓ ବିଜେଡି ବିଧାୟକ ମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଛନ୍ତି। ଯାହାଫଳରେ ଦିନ ୧୨ଟା ୨୫ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories