www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି: ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ, ଦ୍ବିପହର ଧୂପ ସରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ..

ଆଜିଠୁ ବିଧାନସଭାର ଶୀତ ଅଧିବେଶନ..

- Advertisement -

ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ : ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ ପ୍ରସ୍ତାବ..

ଦିବଂଗତ ନେତା ଓ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ..

ଶୁକ୍ର ଚଳନ; ନୂଆ ବର୍ଷରେ ଏହି ୫ ରାଶିଙ୍କୁ କରିବେ ଭାଗ୍ୟଶାଳୀ, ମିଳିବ ହଠାତ୍‌ ଧନ, ନୂଆ ଚାକିରି, ଚମକିବ ଭାଗ୍ୟ..

ଆଜିଠୁ ଶୀତକାଳୀନ ଅଧିବେଶନ ଆରମ୍ଭ: ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭରୁ ହୋହାଲ୍ଲା, ଗୃହ ମଧ୍ୟଭାଗକୁ ଆସି କଂଗ୍ରେସ ଓ ବିଜେଡି ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ, ଦିନ ୧୨ଟା ୨୫ ଯାଏଁ ଗୃହ ମୁଲତବୀ..

ଜାତୀୟ ସମ୍ବିଧାନ ଦିବସରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ : ଭୁବନେଶ୍ଵର ଏଜି ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ଯାଏଁ ପଦଯାତ୍ରା , ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ କ୍ରୀଡାମନ୍ତ୍ରୀ ସାମିଲ..

ସାମ୍ବିଧାନିକ ମୂଲ୍ୟବୋଧର ପ୍ରଚାର ପ୍ରସାର ସହ ସଚେତନତା ପାଇଁ ପଦଯାତ୍ରା..

ଓଡିଶାରେ ବାଂଲାଦେଶୀ ଯୁବତୀଙ୍କୁ ନେଇ ସେକ୍ସ ରାକେଟ୍ ମାମଲା: ଆଉ ଦୁଇ ଜଣଙ୍କୁ ଉଠାଇ ନେଲା କଟକ ମଧୁପାଟଣା ପୁଲିସ, ଟ୍ବିନ୍ ସିଟି ସମେତ ଅନ୍ୟ ସ୍ଥାନରେ ବହୁ ବାଂଲାଦେଶୀ ଯୁବତୀ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ସୂଚନା, ସୋମବାର ଡିଜି କହିଥିଲେ ସୀମା ପାର ଘଟଣାର ହେବ ତଦନ୍ତ..

ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ..

ବାସ୍ତୁ: କେମିତି ଜାଣିବେ ଘରେ ଅଛି ନକରାତ୍ମକ ଶକ୍ତି, ଚୁଟ୍‌କିରେ କରନ୍ତୁ ସମସ୍ୟାର ସମାଧାନ..

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପାଗରେ ଆସିପାରେ ପରିବର୍ତ୍ତନ: ଥଣ୍ଡାରେ ପ୍ରବେଶ କରିପାରେ ବର୍ଷା, ଆସନ୍ତା ୨୮ରୁ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା..

ଭଦ୍ରକ ପୌରପାଳିକା ଅନ୍ତର୍ଗତ ୨୮ନମ୍ବର ୱାର୍ଡ ଗରଦପୁରର ନୂଆସାହିରେ ଥିବା ୪ଟି ମନ୍ଦିରରୁ ସିରିଜ ଚୋରି ହୋଇଥିବା ଅଭିଯୋଗ..

ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories