www.samajalive.in
Monday, December 8, 2025
13.1 C
Bhubaneswar

ବାଇକ୍‌କୁ ଧକ୍କା ଦେଇ କାର୍‌ ଫେରାର, ଜଣେ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ କଟକ-ଭୁବନେଶ୍ଵର ରାସ୍ତାର ଫୁଲନଖରା ଓଭରବ୍ରିଜ ଉପରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଗୋଟିଏ ବାଇକ୍‌କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ମାରିଛି। ଫଳରେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories