www.samajalive.in
Tuesday, December 9, 2025
17.1 C
Bhubaneswar

ମାଡି ଗଲା ଟ୍ରକ, ୨ ଶିଶୁ ସମେତ ୫ ମୃତ

ନୂଆଦିଲ୍ଲୀ : ମଧ୍ୟ କେରଳର ତ୍ରିଶୁର ଜିଲାରେ ମଙ୍ଗଳବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ରାସ୍ତା କଡରେ ଥିବା ତମ୍ବୁ ଉପରକୁ ମାଡି ଯାଇ ୨ ଶିଶୁ ସମେତ ୫ ଜଣଙ୍କ ଜୀବନ ଚାଲି ଯାଇଛି । ମୃତକଙ୍କ ମଧ୍ୟରେ ମହିଳା ମଧ୍ୟ ଅଛନ୍ତି । ଏହାସହ ଅନେକ ଲୋକେ ଆହତ ମଧ୍ୟ ହୋଇଛନ୍ତି । ପୁଲିସ ଠାରୁ ମିଳିଥିବା ସୂଚନାନୁଯାୟୀ, ରାଜମାର୍ଗ କଡରେ ତମ୍ବୁ ଟାଣି ରହୁଥିବା ଲୋକଙ୍କ ଉପରେ ଟ୍ରକ ଅନିୟନ୍ତ୍ରିତ ହୋଇ ମାଡି ଯାଇଥିଲା । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଲିସ ଟ୍ରକ ଚାଳକକୁ ଗିରଫ କରି ଘଟଣାର ତଦନ୍ତ ଜାରି ରଖିଛି।

ଧାମରାରେ ୫ ବଖରା ଘର ପୋଡି ପାଉଁଶ, ସରକାରୀ ସହାୟତା ଦାବି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories