www.samajalive.in
Saturday, December 6, 2025
26.1 C
Bhubaneswar

ଏକାସଙ୍ଗେ ୩ ପୁରୀ ଖାଇ ଚାଲିଗଲା ୧୧ ବର୍ଷୀୟ ଛାତ୍ରର ଜୀବନ

ହାଇଦ୍ରାବାଦ: ତେଲେଙ୍ଗାନାର ହାଇଦ୍ରାବାଦରେ ଅଭାବନୀୟ ଘଟଣା ଘଟିଛି। ଏକାଥରକେ ୩ଟି ପୁରୀ ଖାଇ ଚାଲିଯାଇଛି ୧୧ ବର୍ଷୀୟ ଛାତ୍ରର ଜୀବନ। ସୂଚନା ଅନୁସାରେ ସୋମବାର ଦିନ ହାଇଦ୍ରାବାଦର ଏକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ସମୟରେ ଷଷ୍ଠ ଶ୍ରେଣୀରେ ପାଠ ପଢୁଥିବା ଜଣେ ୧୧ ବର୍ଷର ଛାତ୍ର ଏକାଥରେ ତିନିରୁ ଅଧିକ ପୁରୀ ଖାଇଦେଇଥିଲେ। ଏହାପରେ ଛାତ୍ର ଜଣକ ନିଶ୍ଵାସ ପ୍ରଶ୍ଵାସ ନେବାରେ କଷ୍ଟ ଅନୁଭବ କରିଥିଲେ। ତୁରନ୍ତ ସ୍କୁଲ କର୍ତ୍ତୁପକ୍ଷ ଛାତ୍ରଟିକୁ ନିକଟସ୍ଥ ମେଡିକାଲକୁ ନେଇଥିଲେ। ହେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories