www.samajalive.in
Sunday, December 7, 2025
14.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୫ ଜଣ ଗୁରୁତର

କେନ୍ଦ୍ରାପଡ଼ା : କଟକ – ଚାନ୍ଦବାଲି ରାସ୍ତାର କଣ୍ଟିଲୋ ଛକରେ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଏକ ବୋଲେରୋ – କାର ମୁହାଁମୁହିଁ ଧକ୍କା ହୋଇଛି। ସୂଚନା ଅନୁଯାୟୀ, ୫ଜଣ ଗୁରୁତର ହୋଇଛନ୍ତି। ଘନ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଗୁରୁତର ଆହତମାନଙ୍କୁ କେନ୍ଦ୍ରାପଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories