ତିନି ଦିନ ଶୀତ : ୨୮ରୁ ୧ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ତିନିଦିନ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବ। ପରବର୍ତ୍ତୀ ୨ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜି. ଉଦୟଗିରିରେ ୭.୬ ଡିଗ୍ରୀ ରେକର୍ଡ଼ ହୋଇଛି। ୨୮ରୁ ୧ ପର୍ଯ୍ୟନ୍ତ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।
Comments are closed.