www.samajalive.in
Friday, December 5, 2025
20.1 C
Bhubaneswar

ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ନାରକପତ୍ର

ଆଠଗଡ: ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ଆହ୍ବାନ କ୍ରମେ ଆଠଗଡ ଶାଖା ପକ୍ଷରୁ ମଙ୍ଗଳବାର ବିଭିନ୍ନ ଦାବି ସମ୍ବଳିତ ସ୍ନାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଆଠଗଡ ଶାଖା ସଭାପତି ଗନ୍ଧର୍ବସେନ ବେଉରା ଓ ସଂପାଦକ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ସଂଘର ବହୁ ସଦସ୍ୟ ବିଡ଼ିଓଙ୍କ ଜରିଆରେ ଏକ ୯ ଦଫା ଦାବି ସମ୍ବଳିତ ସ୍ନାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ଏହି ୯ଦଫା ଦାବି ଗୁଡିକ ମଧ୍ୟରେ ପୁରୁଣା ପେନସନ ପୁନଃ ପ୍ରଚଳନ, କୋଭିଡ ସମୟର ବାକି ଥିବା ୧୮ ମାସର ବକେୟା ଡିଆର ପ୍ରଦାନ, ରେଳ ଯାତ୍ରାରେ ବରିଷ୍ଠ ନାଗରିକ ମାନଙ୍କୁ ମିଳୁଥିବା ରିହାତିର ପୁନଃ ପ୍ରଚଳନ କରିବା, ରାଜ୍ୟର ମୋ ବସ ଭଳି ସମସ୍ତ ସରକାରୀ ଓ ବେସରକାରୀ ବସରେ ବରିଷ୍ଠ ନାଗରିକ ମାନଙ୍କୁ ରିହାତି ଦେବା, କମ୍ୟୁଟେସନ ଦେୟ ଅର୍ଥକୁ ୧୫ବର୍ଷ ପରିବର୍ତ୍ତେ ୧୦ ବର୍ଷକୁ ହ୍ରାସ କରିବା, ଅତିରିକ୍ତ ପେନସନ ୬୫ ବର୍ଷରୁ ଶତକଡା ୫ ଲାଗୁ କରିବା, ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚିକିତ୍ସା ଭତ୍ତା ପ୍ରଦାନ ଇତ୍ୟାଦି ଦାବି ଅନ୍ତର୍ଭୁକ୍ତ ରହିଛି।

ଶୁକ୍ର ଚଳନ; ନୂଆ ବର୍ଷରେ ଏହି ୫ ରାଶିଙ୍କୁ କରିବେ ଭାଗ୍ୟଶାଳୀ, ମିଳିବ ହଠାତ୍‌ ଧନ, ନୂଆ ଚାକିରି, ଚମକିବ ଭାଗ୍ୟ..

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories