www.samajalive.in
Saturday, December 6, 2025
16.1 C
Bhubaneswar

ମାଟି ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ 

ସମ୍ବଲପୁର : ସମ୍ବଲପୁରର ଉପକଣ୍ଠସ୍ଥ ଯୋଗିପାଲି ଠାରେ ମଙ୍ଗଳବାର ଏକ ମାଟି ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାପ୍ତ ସୂଚନାନୂଯାୟୀ, ସକାଳ ସମୟରେ ଏକ ହାଇୱା ଟ୍ରକ ଦ୍ରୁତ ଗତିରେ ଆସୁଥିବା ବେଳେ ଶାସନ ଥାନା ଅନ୍ତର୍ଗତ ଯୋଗିପାଲି ଠାରେ ୨ଟି ବିଦ୍ୟୁତ ଖୁଣ୍ଟକୁ ଧକ୍କା ମାରି ଭାଙ୍ଗିବା ପରେ ଜଣେ ବ୍ୟକ୍ତିଙ୍କ ଘର ସମ୍ମୁଖକୁ ଧକ୍କା ଦେଇ ଅଟକି ଯାଇଥିଲା । ଏହି ଘଟଣାରେ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଖବର ପାଇ ଶାସନ ପୁଲିସ ଟ୍ରକକୁ ଜବତ କରିଛି। ଏ ନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଶାସନ ପୁଲିସ ଆରମ୍ଭ କରିଛି। ଅପରପକ୍ଷରେ ଅଞ୍ଚଳବାସୀଙ୍କ ଅନୁଯାୟୀ, ଉକ୍ତ ଟ୍ରକଟି ବେଆଇନ ଭାବରେ ମାଟି ନେଇ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି ।

ଶୁକ୍ର ଚଳନ; ନୂଆ ବର୍ଷରେ ଏହି ୫ ରାଶିଙ୍କୁ କରିବେ ଭାଗ୍ୟଶାଳୀ, ମିଳିବ ହଠାତ୍‌ ଧନ, ନୂଆ ଚାକିରି, ଚମକିବ ଭାଗ୍ୟ..

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories