www.samajalive.in
Saturday, December 13, 2025
23.1 C
Bhubaneswar

୨୯ରେ ଓଡିଶା ଆସିବେ ଅମିତ ଶାହା

ଭୁବନେଶ୍ବର : ଆସନ୍ତା ୨୯ ତାରିଖରେ ବିଜେପି ସଭାପତି ଅମିତ ଶାହା ଓଡିଶା ଆସିବେ। ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ୨୯ତାରିଖ ଦିନ କଟକ ଜିଲା ସାଲେପୁର କୁଳିଆରେ ବିଜେପିର ଏକ ସଭା କାର୍ୟ୍ୟକ୍ରମ ହେବ। ପୂର୍ବରୁ ଜାନୁଆରୀ ୧୮ ତାରିଖରେ ଅମିତ ଶାହାଙ୍କ ଗସ୍ତ କାର୍ୟ୍ୟକ୍ରମ ଥିଲା। କିନ୍ତୁ ସେ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ହେବା ଯୋଗୁଁ ତାଙ୍କ ଗସ୍ତକୁ ବାତିଲ କରାଯାଇଥିଲା।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories