www.samajalive.in
Monday, December 15, 2025
14.1 C
Bhubaneswar

ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ଗଣତନ୍ତ୍ର ଦିବସ

ଫୁଲବାଣୀ: ଫୁଲବାଣୀସ୍ଥିତ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ଗଣତନ୍ତ୍ର ଦିବସ ଅଧ୍ୟକ୍ଷ ମଧୁପ ସୁନାଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସଞ୍ଜୟ ସ୍ମୃତି ମହିଳା ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ଚନ୍ଦନ କୁମାର ସାହୁ ଯୋଗ ଦେଇ ‘ଏକ ଦେଶ ଏକ ନିର୍ବାଚନ’ ବିଷୟରେ ଆଲୋଚନା କରି ସମ୍ବିଧାନ ସୃଜନର ଇତିହାସ ଏବଂ ଭାରତରେ ନିର୍ବାଚନ ଇତିହାସ ତଥା ଏକ ଦେଶ ଏକ ନିର୍ବାଚନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଏହି ଦିବସ ଅବସରରେ କୃତି ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟାକ୍ରମକୁ ସହକାରୀ ପ୍ରାଧ୍ୟାପକ ଡ଼. ଦୋଳଗୋବିନ୍ଦ ସାହୁ ପରିଚାଳନା କରିଥିଲେ ଓ ଛାତ୍ରୀ ରିଚିସ୍ମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories