www.samajalive.in
Monday, December 8, 2025
24.1 C
Bhubaneswar

୧୨୦୦୦ ଟଙ୍କା ଲାଞ୍ଚ ନେଇ ଫସିଲେ ସିଡିପିଓ

ବ୍ରହ୍ମପୁର: ଲାଞ୍ଚ ନେଇ ବୁଧବାର ଭିଜିଲାନ୍ସ ଜାଲରେ ଗଞ୍ଜାମ ବେଗୁନିଆପଡା ସିଡିପିଓ ଫସିଛନ୍ତି । ଜଣେ ଅଙ୍ଗନବାଡ଼ି ପାଚିକାଙ୍କ ଦରମା ବିଲ୍ କରାଇ ଦେବାକୁ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ବେଗୁନିଆପଡା ସିଡିପିଓଙ୍କ କାର୍ଯ୍ୟାଳୟ ଭିତରୁ ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ସେହିପରି ଭିଜିଲାନ୍ସ ଟିମ୍ ସିଡିପିଓ କାର୍ଯ୍ୟାଳୟରେ କାଜଗପତ୍ର ଯାଞ୍ଚ କରିବା ସହ ସନ୍ଧ୍ୟାରାଣୀଙ୍କ ବାସଭବନରେ ଚଢାଉ କରିଛି।

ବୃହସ୍ପତି ଚଳନ: ୧୨ ବର୍ଷ ପରେ ଶୁଭ ଯୋଗ, ୨୦୨୫ରେ ଏହି ୫ ରାଶି ହେବେ ଭାଗ୍ୟଶାଳୀ, ମାଲାମାଲ୍‌..

ଜାଣନ୍ତୁ କେତେ ରହିଛି ସୁନା ଦାମ୍‌; ରାଜଧାନୀରେ ଶସ୍ତା ହେଲା ସୁନା!

- Advertisement -

ଆଜି ବାତ୍ୟାରେ ପରିଣତ ହେବ ‘ଫେଙ୍ଗାଲ’ ; ଜାଣନ୍ତୁ କେଉଁଠି ରଚିବ ତାଣ୍ଡବ, ଓଡିଶାରେ କ’ଣ ରହିବ ପ୍ରଭାବ..

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories