www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆସୁଛନ୍ତି ମୋଦୀ, ଶାହ..

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ..

- Advertisement -

ଡିଜିପି ସମ୍ମିଳନୀରେ ଯୋଗଦେବେ..

ରାଜ୍ୟ ବିଜେପି କାର୍ଯ୍ୟାଳୟରେ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ..

ସରକାର ଓ ସଙ୍ଗଠନ ଉପରେ ନେବେ ରିପୋର୍ଟ କାର୍ଡ..

ନୂଆବର୍ଷ ୨୦୨୫ ଆରମ୍ଭରେ ଗଜଲକ୍ଷ୍ମୀ ରାଜଯୋଗ; ମା’ଲକ୍ଷ୍ମୀ କରିବେ ଏହି ରାଶିଙ୍କୁ ଭାଗ୍ୟଶାଳୀ, ହେବେ ମାଲାମାଲ୍‌..

ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି..

ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି..

ଏୟାରପୋର୍ଟ ଛକରୁ ପିଏମଜି ଛକ, ରାଜଭବନ ଛକ, ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ଯାଏଁ କଟକଣା..

‘ମୋ ବସ୍’ ଚଳାଚଳ ବାଧାପ୍ରାପ୍ତ..

https://samajalive.in/weather-bbsr-news-rain-update/617591.html

ଆଗାମୀ ୩ ଘଣ୍ଟା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲା ଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଜପତି, ଗଞ୍ଜାମ..

ଗ୍ରୋସରୀ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ..

ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସିଙ୍ଗାଖୁଣ୍ଟା ବଜାରରେ ଥିବା ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ
ଦୋକାନରେ ଥିବା ଅନେକ ସାମଗ୍ରୀ ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି..

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories