www.samajalive.in
Sunday, December 14, 2025
19.1 C
Bhubaneswar

ଘର ଭିତରେ ପଶି ଯୁବକଙ୍କୁ ଗୁଳିମାଡ..

ଅନୁଗୁଳ : ଘର ଭିତରେ ପଶି ଗୁଳିମାଡ । ଅନୁଗୁଳରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ ହୋଇଥିବା ଖବର ଶୁକ୍ରବାର ସାମ୍ନାକୁ ଆସିଛି । ବାଗଡିଆ ଥାନା ବାଗଡିଆରେ ଘର ଭିତରେ ଗୁଳିମାଡ ହୋଇଛି । ଯୁବକଙ୍କ ଗୋଡରେ ଗୁଳି ବାଜି ଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ଛେଣ୍ଡିପଦା ମେଡିକାଲରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି । ସମ୍ପର୍କୀୟ ଗୁଳିମାଡ କରି ଫେରାର ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ନୂଆବର୍ଷ ୨୦୨୫ ଆରମ୍ଭରେ ଗଜଲକ୍ଷ୍ମୀ ରାଜଯୋଗ; ମା’ଲକ୍ଷ୍ମୀ କରିବେ ଏହି ରାଶିଙ୍କୁ ଭାଗ୍ୟଶାଳୀ, ହେବେ ମାଲାମାଲ୍‌..

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories