www.samajalive.in
Sunday, December 7, 2025
18.1 C
Bhubaneswar

ଭୁବନେଶ୍ଵରରେ ଅଜିତ ଡୋଭାଲ୍‌

ଭୁବନେଶ୍ଵର: ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନଏସଏ) ଅଜିତ ଡୋଭାଲ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଓଡ଼ିଶାରେ ଆୟୋଜିତ ଡିଜିପି-ଆଇଜିପ ସମ୍ମିଳନୀରେ ଯୋଗ ଦେବାକୁ ଶୁକ୍ରବାର ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ପୁଲିସ ଡିଜି ଓ୍ବାଇ.ବି. ଖୁରାନିଆ ତାଙ୍କୁ ଭୁବନେଶ୍ଵର ବିମାନବନ୍ଦରରେ ସ୍ଵାଗତ କରିଛନ୍ତି।

ସୂଚନାଯୋଗ୍ୟ, ଆଜିଠୁ ଭୁବନେଶ୍ୱରରେ ୫୯ତମ ସର୍ବଭାରତୀୟ ପୁଲିସ ଡିଜି-ଆଇଜି ସମ୍ମିଳନୀ ଆୟୋଜିତ ହେଉଛି, ଯାହା ୩ ଦିନ ଧରି ଚାଲିବ। ପ୍ରଥମ ଥର ପାଇଁ ଓଡ଼ିଶାରେ ଏହା ଆୟୋଜିତ ହେଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ସାମିଲ ହେବେ। ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଏହି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ। କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ଡିଜିପି, ଆଇଜିପି ଓ ବିଭିନ୍ନ ସୁରକ୍ଷା ବଳର ମୁଖ୍ୟ ଯୋଗ ଦେଉଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories