www.samajalive.in
Tuesday, December 9, 2025
16.1 C
Bhubaneswar

ଓଡିଶା ମହିଳା ଆତ୍ମହତ୍ୟା ଘଟଣାରେ ରିପୋର୍ଟ ତଲବ କଲେ ମାନବାଧିକାର ଆୟୋଗ

ଡେସ୍କ: ତେଲେଙ୍ଗାନାର ହାଇଦ୍ରାବାଦର ରାଇଦୁର୍ଗମ୍ ଅଞ୍ଚଳରେ ଚଳିତ ମାସ ୨୭ ତାରିଖରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ନେଇ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଜାତୀୟ ମାନବାଧିକାର ଆୟୋଗ ନିଜଆଡୁ ମାମଲା ଭାବେ ଗ୍ରହଣ କରିଛନ୍ତି। ଆୟୋଗ ମୁଖ୍ୟ ଶାସନ ସଚିବ ଏବଂ ତେଲେଙ୍ଗାନା ପୋଲିସ ମହାନିର୍ଦ୍ଦେଶକଙ୍କୁ ନୋଟିସ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଏହି ମାମଲାରେ ରୁଜୁ ହୋଇଥିବା ଏଫଆଇଆରର ସ୍ଥିତି ସମେତ ବିସ୍ତୃତ ରିପୋର୍ଟ ମାଗିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଶାର ୨୫ ବର୍ଷୀୟା ପୀଡ଼ିତା ଯୌନ ନିର୍ଯାତନାରୁ ବର୍ତ୍ତିବା ପାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ଏବଂ ପୀଡ଼ିତାଙ୍କୁ ଦଲାଲଙ୍କ ଜରିଆରେ ସରୋଗେସି ପାଇଁ ସହରକୁ ଅଣାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories