www.samajalive.in
Monday, December 8, 2025
16.1 C
Bhubaneswar

ପୁଣି ମେଡିକାଲରୁ ଶିଶୁ ପୁତ୍ର ଚୋରି ଅଭିଯୋଗ, ଥାନାରେ ଏତଲା

ନୟାଗଡ : ପୁଣି ମେଡିକାଲରୁ ଗାଏବ ହେଲା ଛୁଆ। ନୟାଗଡ ରାଜସୁନାଖଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି।  ମେଡିକାଲ ଓଟିରୁ ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଜନ୍ମ ହେବାର କିଛି ସମୟ ପରେ ଶିଶୁଟି ମେଡିକାଲରୁ କେଉଁଆଡେ ନିଖୋଜ ହୋଇଯାଇଛି। ସୂଚନା ମୂତାବକ ଶୁକ୍ରବାର ବୋଲଗଡ଼ ଗୋଡ଼ଭଙ୍ଗା ଗାଁର ବିଜୟ କୁମାର ପରିଡ଼ାଙ୍କ ପତ୍ନୀ ସୁଧିସ୍ମିତା ପରିଡ଼ା ପ୍ରସବଜନିତ ଯନ୍ତ୍ରଣା ଭୋଗିବାରୁ ତାଙ୍କୁ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।  ଆଜି ସକାଳେ ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଶିଶୁଟି ଜନ୍ମ ହେବା ପରେ ନବଜାତର ପରିବାର ଲୋକେ ତାର ଫଟୋ ରଖିଥିଲେ। ହେଲେ ହଠାତ୍ ଶିଶୁଟି କେଉଁଆଡେ ଗାଏବ ହୋଇଯାଇଥିଲା। ପରିବାର ଲୋକ ଏ ନେଇ ଥାନାରେ ଏତଲା ଦେଇଥିବାବେଳେ ପୁଲିସ ଛାନଭିନ୍ ଜାରି ରଖିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories