www.samajalive.in
Sunday, December 7, 2025
26.1 C
Bhubaneswar

ପଦ୍ମ ଧରିଲେ ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି: ଆଜି ବିଜେଡିରୁ ଦେଇଥିଲେ ଇସ୍ତଫା

କଟକ: ପଦ୍ମ ଧରିଲେ ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ପାର୍ଟି ଅଫିସରେ ବଡମ୍ବା ବିଧାୟକଙ୍କ ନେତୃତ୍ଵରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଆଜି ସକାଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଏନେଇ ସେ ବିଜେଡି ସୁପିମୋ ନବୀନ ପଟ୍ଟନାୟକ, ବିଜୁ ଜନତା ଦଳକୁ ଚିଠି ପଠାଇଥିଲେ । ବଡମ୍ବା ବିଧାୟକ ବିଜୟ କୁମାର ଦଳ ବେହେରାଙ୍କର ନେତୃତ୍ୱରେ ଆଜି ଅନେକ ସରପଞ୍ଚ ସମିତିସଭ୍ୟ ବିଜେପିରେ ଯୋଗଦେଇଥିବା ନେଇ ସୂଚନା ରହିଛି। ଗୋଟିଏ ପଟେ ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାବେଳେ ଏହି ସମୟରେ ବିଜେଡିକୁ ଏବଂ ଏହାର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କୁ ଏହି ଝଟକା ଲାଗିଛି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories