୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍‌ ସେବା- ଆଇଟି ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ୪୭ ହଜାର ୯୦୨ଟି ମୋବାଇଲ୍‌ ଟାୱାର ରହିଛି । ସେଥିରୁ ୧୨ ହଜାର ୬୦୨ଟି ୫ଜି ଟାୱାର । ଅଧିକ ୫ଜି ଟାୱାର ଅପଗ୍ରେଡ୍‌ କରାଯାଉଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍‌ ସେବା ଉପଲବ୍ଧ ହେବ । ଏନେଇ ସୋମବାର ବିଧାନସଭାରେ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୨୦୨୫ ମାର୍ଚ୍ଚ ସୁଦ୍ଧା ଅନକନେକ୍ଟେଡ୍‌ ଗାଁକୁ ସେବା ପହଞ୍ଚାଇବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ସମସ୍ୟା ଦୂର କରିବା ପାଇଁ ଜିଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କରାଯାଇଛି ।

୨୦୨୫ ଏପ୍ରିଲ ପର୍ଯ୍ୟନ୍ତ ଏହି ୫ ରାଶିଙ୍କୁ ଭାଗ୍ୟଶାଳୀ କରିବେ ବୃହସ୍ପତି: ଧନର ବର୍ଷା ସହ ହେବ ବିବାହ..

‘ପୁଷ୍ପା ୨ ଦି ରୁଲ୍‌’ ; ଭାଙ୍ଗିଲା ରେକର୍ଡ, ଆଡ୍‌ଭାନ୍ସ ବୁକିଙ୍ଗ୍‌ରେ ଏତିକି କୋଟି କଲା ଆୟ..

Comments are closed.