www.samajalive.in
Tuesday, December 9, 2025
19.1 C
Bhubaneswar

ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ, ଝିଅ ଓ ଭଣଜା ଗୁରୁତର

କେନ୍ଦ୍ରାପଡା : ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ, ଝିଅ ଓ ଭଣଜା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏମିତି ଅଭାବନୀୟ ଘଟଣା ଘଟିଛି କୁଦାନଗରୀ ଥାନା ଗୌଡ ଗାଁରେ । ଉତ୍ୟକ୍ତ ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ, ଝିଅ ଓ ଭଣଜା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଆକ୍ରମଣର କାରଣ ସ୍ପଷ୍ଟ ହୋଇନି । ଅନ୍ୟପଟେ ଆକ୍ରମଣ ପରେ ଅଭିଯୁକ୍ତ ଫେରାର ହୋଇଯାଇଛି । ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories