www.samajalive.in
Monday, December 8, 2025
27.1 C
Bhubaneswar

ସରଗଶଶୀ ସମ୍ପାଦକଙ୍କୁ ଉତ୍କଳିକା ସମ୍ମାନ

ପିପିଲି: ରାଜ୍ୟର ପରିଚିତ ଶିଶୁ ସାହିତ୍ୟିକ ତଥା ସରଗଶଶୀ ପତ୍ରିକାର ସଂପାଦକ ପ୍ରଶାନ୍ତ କୁମାର ଦାଶଙ୍କୁ ବ୍ରହ୍ମପୁରଠାରେ ସାରସ୍ୱତ ଅନୁଷ୍ଠାନ ଉତ୍କଳିକା ପକ୍ଷରୁ ରାଜ୍ୟସ୍ତରୀୟ ସାରସ୍ୱତ ଉତ୍କଳିକା ସମ୍ମାନ ପ୍ରଦାନ କରାଯାଇଛି। ଗଞ୍ଜାମ କଳା ପରିଷଦ ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଡାକ୍ତର ରମାରଞ୍ଜନ ପାଢ଼ୀ ଯୋଗଦେଇ ପ୍ରଶାନ୍ତ ଦାଶଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ପିପିଲି ବ୍ଲକ ଅନ୍ତର୍ଗତ କୁଞ୍ଜର ଗ୍ରାମରେ ଜନ୍ମିତ ଶିଶୁ ସାହିତ୍ୟିକ ପ୍ରଶାନ୍ତ କୁମାର ଦାଶଙ୍କୁ ଏଥିପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ମିଳିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories