www.samajalive.in
Friday, December 5, 2025
17.1 C
Bhubaneswar

ଦୁର୍ଘଟଣାରେ ଚାଲିଗଲା ୫ ଡାକ୍ତରୀ ଛାତ୍ରଙ୍କ ଜୀବନ

କେରଳ: କାର୍-ବସ୍ ଧକ୍କାରେ ଚାଲିଗଲା ୫ ଡାକ୍ତରୀ ଛାତ୍ରଙ୍କ ଜୀବନ। କେରଳ କାଲାରକୋଡ୍ ଆଲାପୁଝା ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୂଚନା ଅନୁସାରେ ସୋମବାର ବିଳମ୍ବିତ ରାତିରେ କେରଲର ଆଲାପୁଝା ନିକଟରେ ଏକ କାର୍ ଏବଂ ଯାତ୍ରୀବାହୀ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୫ ଜଣ ଡାକ୍ତରୀ ଛାତ୍ରଙ୍କର ମୃତ୍ୟୁ ଘଟିଥିଲା। ସମସ୍ତ ମୃତକ ଏକ ସରକାରୀ ମେଡିକାଲ କଲେଜର ପ୍ରଥମ ବର୍ଷର ଛାତ୍ର ହୋଇଥିବା ଜଣାପଡିଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । କାରରେ ମୋଟ୍ ୭ ଜଣ ଛାତ୍ର ଥିବାବେଳେ ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ବସ୍‌ ରେ ଥିବା ୧୫ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories