www.samajalive.in
Monday, December 8, 2025
13.1 C
Bhubaneswar

୨ ଦିନ ପରେ ରାଜ୍ୟରେ ବଢିବ ଶୀତ: ଆଜି କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ସାମାନ୍ୟ ଶୀତ ବଢ଼ିବ। ସର୍ବନିମ୍ନ ତାପମାତ୍ରା ୨-୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମଙ୍ଗଳବାର ରାତିରେ ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍ ୧୩ ଡିଗ୍ରୀ ନୟାଗଡ଼ରେ ରେକର୍ଡ଼ ହୋଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିର ପଡ଼ିଆରେ ସବୁଠୁ ଅଧିକ ୫୦ ମି.ମି. ବର୍ଷା ହୋଇଥିଲା। ମାଲକାନଗିରିରେ ୩୯.୨ ମି.ମି ସହ ଜିଲାରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆଜି କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories