www.samajalive.in
Tuesday, December 9, 2025
16.1 C
Bhubaneswar

ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣୀ ଅକାଳୀ ଦଳ ମୁଖ୍ୟ ସୁଖବୀର ସିଂ ବାଦଲଙ୍କୁ ଗୁଳିମାଡ

ନୂଆଦିଲ୍ଲୀ : ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଶିରୋମଣୀ ଅକାଳୀ ଦଳ ମୁଖ୍ୟ ସୁଖବୀର ସିଂ ବାଦଲଙ୍କୁ ଗୁଳିମାଡ ହୋଇଥିବା ନେଇ ବୁଧବାର ବଡ ଖବର ସାମ୍ନାକୁ ଆସିଛି । ସ୍ୱର୍ଣ୍ଣ ମନ୍ଦିର ପ୍ରବେଶ ଦ୍ୱାର ନିକଟରେ ତାଙ୍କ ଉପରକୁ ଗୁଳିମାଡ କରାଯାଇଛି । ଅମୃତସର ସ୍ୱର୍ଣ୍ଣ ମନ୍ଦିରରେ ସେବା କରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ ହୋଇଛି । ଗୁଳିମାଡରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ସୁଖବୀର ସିଂ ବାଦଲ । ଗୁଳିମାଡ କରିଥିବା ଦୁର୍ବୃତ୍ତକୁ ପଞ୍ଜାବ ପୁଲିସ କାବୁ କରି ଗିରଫ କରିଛି । ଆକ୍ରମଣକାରୀ ନାଁ ନାରାୟଣ ସିଂ ଚୌରା । ଏହି ଘଟଣା ପରେ ହଇଚଇ ସୃଷ୍ଟି ହେବା ସହ ପୁଲିସ ତଦନ୍ତ ଜାରି ରଖିଛି ।

ରାହୁ-କେତୁ ଚଳନ : ୨୦୨୫ରେ ଭାଗ୍ୟଶାଳୀ ହେବେ ଏହି ୫ ରାଶି, ହଠାତ୍‌ ମିଳିବ ଧନ, ସବୁଥିରେ ସଫଳତା,ଚମକିବ ଭାଗ୍ୟ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories