www.samajalive.in
Sunday, December 7, 2025
26.1 C
Bhubaneswar

ତାଜମହଲ ଉଡ଼ାଇବାକୁ ଧମକ, ଯାଞ୍ଚ ଆରମ୍ଭ

ଆଗ୍ରା : ଆଗ୍ରାସ୍ଥିତ ଐତିହାସିକ କୀର୍ତ୍ତିରାଜି ତାଜମହଲକୁ ବୋମା ଦ୍ବାରା ଉଡାଇଦେବାକୁ  ଉତ୍ତର ପ୍ରଦେଶ ପର୍ଯ୍ୟଟନ ବିଭାଗକୁ ଏକ ଧମକପୂର୍ଣ୍ଣ ଇ-ମେଲ ମିଳିଛି। ଏହା ଜଣାପଡିବା ପରେ ସନ୍ଧାନୀ କୁକୁର ସହ ବୋମା ନିଷ୍କ୍ରିୟକାରୀ ଦଳ ତାଜମହଲ ପରିସରରେ ପହଞ୍ଚି ଏହାକୁ ତନ୍ନ ତନ୍ନ ଯାଞ୍ଚ କରିଥିଲେ। ତେବେ କୌଣସି ବୋମା କିମ୍ବା ସନ୍ଦେହଜନକ ବସ୍ତୁ ମିଳିନଥିବା ତାଜମହଲ ସୁରକ୍ଷା ଦାୟିତ୍ବରେ ଥିବା ଏସିପି ସୂଚନା ଦେଇଛନ୍ତି। ଅଧିକ ତଦନ୍ତ ନିମନ୍ତେ ଉକ୍ତ ଧମକପୂର୍ଣ୍ଣ ଇ-ମେଲକୁ ଉତ୍ତର ପ୍ରଦେଶ ପୁଲିସକୁ ହସ୍ତାନ୍ତର କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories