www.samajalive.in
Saturday, December 6, 2025
19.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପୁରୀରେ ପହଞ୍ଚି  ଜଗା ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ ପ୍ରତିଷ୍ଠା ଦିବସ ଓ ହୀରକ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

- Advertisement -

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀରେ କଡାକଡି ଟ୍ରାଫିକ କଟକଣା : ପୁରୀକୁ ବିଭିନ୍ନ ରାସ୍ତାରୁ ଆସୁଥିବା ଯାନବାହନ ଲାଗି ଭିନ୍ନ ଭିନ୍ନ ସ୍ଥାନରେ ପାର୍କିଂ ବ୍ୟବସ୍ଥା, ଟ୍ରାଫିକ ନିୟମ ମାନିବାକୁ ପୁରୀ ଏସପିଙ୍କୁ ନିବେଦନ, ଆଜି ପାଇଁ ପୁରୀ ପୌରାଞ୍ଚଳରେ ଥିବା ସବୁ ସ୍କୁଲ ଛୁଟି..

ଆଜି ନୌସେନା ଦିବସ, ପୁରୀ ବେଳାଭୂମିରେ ଭାରତୀୟ ନୌବାହିନୀ ପ୍ରଦର୍ଶନ କରିବେ ରଣକୌଶଳ..

ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣୀ ଅକାଳୀ ଦଳ ମୁଖ୍ୟ ସୁଖବୀର ସିଂ ବାଦଲଙ୍କୁ ଗୁଳିମାଡ..

ରାହୁ-କେତୁ ଚଳନ : ୨୦୨୫ରେ ଭାଗ୍ୟଶାଳୀ ହେବେ ଏହି ୫ ରାଶି, ହଠାତ୍‌ ମିଳିବ ଧନ, ସବୁଥିରେ ସଫଳତା,ଚମକିବ ଭାଗ୍ୟ..

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍ , ବିଜେପି କୋର୍ କମିଟି ବୈଠକ​‌ରେ ଫଡନାବିସଙ୍କ ନାଁରେ ମୋହର ବାଜିଥିବା ସୂଚନା, ଗୁରୁବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ନେଇ ସୂଚନା..

ପୁରୀରେ ବିଭତ୍ସ ହତ୍ୟାକାଣ୍ଡ; ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ..

୨୦୦ରୁ ବି କମ୍‌.. ଜିଓର ଶସ୍ତା ପ୍ଲାନ୍‌, ସବୁଦିନ ମିଳିବ ୨ଜିିବି ଡାଟା..

ଭୂମିକମ୍ପରେ ଥରିଲା ମାଲକାନଗିରି, ରିକ୍ଟର ସ୍କେଲରେ ତୀବ୍ରତା ୫.୩..

ଆଜି କୋଣାର୍କ ଉତ୍ସବର ୪ର୍ଥ ଦିନ : ତୃତୀୟ ସନ୍ଧ୍ୟାରେ ଖୁବ୍ ଜମିଲା ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ମହାକୁମ୍ଭ ମଞ୍ଚ, ଦର୍ଶକଙ୍କ ମନମୋହିଲା କୋଲକାତାର ଦର୍ପଣ ନୃତ୍ୟାନୁଷ୍ଠାନର ଓଡିଶୀ ନୃତ୍ୟ, ଯୋଗଦେଲେ ଗଜପତି ମହାରାଜ..

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories