www.samajalive.in
Sunday, December 7, 2025
26.1 C
Bhubaneswar

ସେନା ପୋଷ୍ଟ ଉପରେ ଗ୍ରେନେଡ ଆକ୍ରମଣ

ପୁଞ୍ଛ: ଜମ୍ମୁ-କାଶ୍ମୀର ପୁଞ୍ଛ ଜିଲାର ସୁରନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ସେନା ପୋଷ୍ଟ ଉପରେ ଗ୍ରେନେଡ ଆକ୍ରମଣ କରିଛନ୍ତି। ତେବେ ଏହି ଆକ୍ରମଣରେ ମୃତାହତ ନେଇ କୌଣସି ସୂଚନା ନାହିଁ। ଆତଙ୍କବାଦୀମାନେ ସେନା ପୋଷ୍ଟ ଉପରକୁ ଦୁଇଟି ଗ୍ରେନେଡ ଫିଙ୍ଗିଥିଲେ, ସେଥିମଧ୍ୟରୁ କେବଳ ଗୋଟିଏ ବିସ୍ଫୋରଣ ହୋଇଥିଲା। ଘଟଣା ପରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଧରିବା ପାଇଁ ବଡ଼ ଧରଣର ଅଭିଯାନ ଆରମ୍ଭ କରିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories