www.samajalive.in
Sunday, December 7, 2025
15.1 C
Bhubaneswar

ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମ

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ବାବା ସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।  ଭୁବନେଶ୍ବର ଏଜି ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରର ଏଜି ଛକ ସ୍ଥିତ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଭୁବନେଶ୍ବରରେ ଡକ୍ଟର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନବନ୍ଦରରୁ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରସ୍ଥିତ  ଉପରବେଡ଼ା ଗାଁ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିଜ ଗାଁରେ ସ୍ବାଗତ କରିବା ପାଇଁ ସେଠାରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories