www.samajalive.in
Monday, December 15, 2025
27.1 C
Bhubaneswar

ଶୀତ ଅଧିବେଶନରେ ପୋଲାଭରମ୍‌ ତାତି; ୧୧ଟା ୩୦ ଯାଏଁ ଗୃହ ମୁଲତବୀ..

ଭୁବନେଶ୍ୱର : ବିଧାନସଭାରେ ଶୀତଅଧିବେଶନରେ ଶୁକ୍ରବାର ଆରମ୍ଭରୁ ହଟ୍ଟଗୋଳ ପରିସ୍ଥିତି ଦେଖାଦେଇଛି । ପୋଲାଭରମ୍‌ ପ୍ରସଙ୍ଗରେ ମୁଲତବି ଅଗ୍ରାହ୍ୟ ପରେ ହଟ୍ଟଗୋଳ ହୋଇଛି । କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ ନାରାବାଜି ପରେ ଦିନ ୧୧ଟା ୩୦ ଯାଏଁ ଗୃହକୁ ବାଚସ୍ପତି ସୁରମା ପାଢୀ ମୁଲତବୀ ଘୋଷଣା କରିଛନ୍ତି ।

ନୂଆବର୍ଷ ୨୦୨୫ରେ ବୃହସ୍ପତିଙ୍କ ଚଳନ : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ.. କାହାର ବଢିବ ଦରମା, ସଫଳତା..

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories