www.samajalive.in
Saturday, December 6, 2025
26.1 C
Bhubaneswar

ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ – ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଯାତ୍ରାରେ ବନ୍ଦ ହେବ ପରିବେଷଣ ହେଉଥିବା ଅଶ୍ଳୀଳତା । ଯାତ୍ରାରେ ହେଉଥିବା ଅଶ୍ଳୀଳ ନୃତ୍ୟ ଯୋଗୁଁ ସମାଜ ଉପରେ ଏହାର କୁପ୍ରଭାବ ପଡୁଛି । ଏହାସହ ପଥଭ୍ରଷ୍ଟ ହେଉଛନ୍ତି ଯୁବ ସମାଜ । ଏନେଇ ଶୁକ୍ରବାର ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି । ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ଯାତ୍ରାରେ ଚାଲୁଥିବା ଅଶ୍ଳୀଳ ନୃତ୍ୟ ଖୁବ୍‌ ଶୀଘ୍ର ବନ୍ଦ ହେବ । ଏଥିପାଇଁ ରାଜ୍ୟ ସରକାର ଆଣୁଛନ୍ତି ମାର୍ଗଦର୍ଶିକା । ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ରୋକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ୱର ସହ ବିଚାର କରୁଛନ୍ତି ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି ।

ନୂଆବର୍ଷ ୨୦୨୫ରେ ବୃହସ୍ପତିଙ୍କ ଚଳନ : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ.. କାହାର ବଢିବ ଦରମା, ସଫଳତା..

ଘର ପୋଛିବା ସମୟରେ ଆପଣନ୍ତୁ ଏହି ବାସ୍ତୁ ନିୟମ: ସର୍ବଦା ରହିବ ମା’ଲକ୍ଷ୍ମୀଙ୍କ କୃପା..

- Advertisement -

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories